ଭିଜନ୍ -୨୦୨୫ ଖୁବ୍ ଶୀଘ୍ର ,୧୦୦ ଦିନ ପାଇଁ ଯୋଜନା
ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀମାନଙ୍କ ଦୁଇ ଦିନିଆ ରାଜ୍ୟସ୍ତରୀୟ ସମ୍ମିଳନୀ
ଭୁବନେଶ୍ୱର: ରାଜ୍ୟରେ ନୂତନ ସ୍ୱାସ୍ଥ୍ୟନୀତି ପ୍ରବର୍ତନ ସହିତ ଖୁବ ଶୀଘ୍ର ଭିଜନ୍ - ୨୦୨୫ ଅନୁସାରେ ରାଜ୍ୟବାସୀଙ୍କୁବିନାମୂଲ୍ୟରେ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ!-->!-->!-->…