୨୦୩୦ ସୁଦ୍ଧା ଏଡସ୍ ବିଲୋପ ଦିଗରେ ଓଡ଼ିଶା ପ୍ରମୁଖ ଭୂମିକା ଗ୍ରହଣ କରିବ
ଭୁବନେଶ୍ୱର : ଆଗାମୀ ୨୦୩୦ ସୁଦ୍ଧା ଏଡସ ବିଲୋପ ପାଇଁ ନିରନ୍ତର ବିକାଶ ଲକ୍ଷ୍ୟ ହାସଲ ଦିଗରେ ଓଡିଶାର ପ୍ରମୁଖ ଭୂମିକା ଗ୍ରହଣ କରିବ ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର କମିଶନର ତଥା ଶାସନ ସଚିବ ଡାକ୍ତର ପ୍ରମୋଦ କୁମାର ମେହେର୍ଦ୍ଦା କହିଛନ୍ତି । ଆଜି ଓଡିଶା ରାଜ୍ୟ ଏଡସ୍!-->…