କରୋନାକୁ ପରାସ୍ତ କଲେ ୯୮ ବର୍ଷିୟା ଅନ୍ନପୂର୍ଣ୍ଣା
ଭୁବନେଶ୍ୱର: କୋଭିଡ୍-୧୯ର ଦ୍ୱିତୀୟ ଲହରୀକୁ ନେଇ ସାରା ଭାରତବାସୀ ଏବେ ଭୟଭୀତ। ଲକ୍ଡାଉନ ଓ ସଟ୍ଡାଉନ୍ ଭିତରେ ସମସ୍ତେ ଏବେ ଗୃହବନ୍ଦୀ। ଆଉ କିଏ ପୁଣି କରୋନା ସଂକ୍ରମିତ ହୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଏଭଳି ଭୟ ଓ ଆଶଙ୍କା ଓ ସଂକ୍ରମଣ ମଧ୍ୟରେ ସମ୍ କୋଭିଡ୍ ହସ୍ପିଟାଲ୍ରୁ!-->…